ଆକ୍ସନ ମୁଡରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ତେବେ ଗତ କିଛି ଦିନ ହେବ ସେ ବିଭିନ୍ନ ଜିଲ୍ଲା ବୁଲି ପାଠପଢା ତଦାରଖ କରିବା ସହ ଛାତ୍ରଛାତ୍ରୀଙ୍କ ସମସ୍ୟା ପଚାରି ବୁଝୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମନ୍ତ୍ରୀ ଅଚାନକ ବାଲେଶ୍ବର ଗସ୍ତ କରି ବିଭିନ୍ନ ସ୍କୁଲ ବୁଲି ଦେଖିଛନ୍ତି । ତେବେ ସେ ବାଇକରେ ବସି ବିଭିନ୍ନ ସ୍କୁଲ୍ ବୁଲିବା ସହ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହାସହ ପାଠପଢା ବିଷୟରେ ବି ତଦାରଖ କରିଥିଲେ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ