ଆଜିଠୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ ଆରମ୍ଭ । ଅଗଷ୍ଟ ଶେଷ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହେବାକୁ ଥିବା ଏହି ପ୍ରବେଶିକା ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ ହେବ । ଅଗଷ୍ଟ ୧ରୁ ୭ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ www.ojee.nic.in ମାଧ୍ୟମରେ ଆବେଦନ କରିପାରିବେ । ଫର୍ମ ପୂରଣ କରିବା ପୂର୍ବରୁ ଇନ୍ଫର୍ମେସନ୍ ବ୍ରୋସିୟର୍କୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି । ଜେଇଇ ମେନ୍ ୨୦୨୨ ଓ ଓଜେଇଇ ୨୦୨୨ରେ ଭାଗନେଇ ରାଙ୍କ୍ ପାଇଥିବା ଛାତ୍ରଛାତ୍ରୀ ସ୍ବତନ୍ତ୍ର ଓଜେଇଇରେ ଭାଗ ନେବାର ଆବଶ୍ୟକତା ନାହିଁ । ଏହି ପ୍ରବେଶିକା ପରୀକ୍ଷାରେ ଯେଉଁମାନେ ରାଙ୍କ୍ ପାଇବେ ସେମାନେ ପ୍ରଥମ ପର୍ଯ୍ୟାୟ କାଉନସେଲିଂ ପରେ ଖାଲି ପଡ଼ିଥିବା ସିଟ୍ ଲାଗି ଆଲଟ୍ ହେବେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା