ବିଧାନସଭା ଅଧିବେସନର ପଞ୍ଚମ ଦିନ । ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍ । ଗତ ୩ ତାରିଖ ମନ୍ତ୍ରୀ ପରିଷଦ ବୈଠକରେ ମିଳିଥିଲା ଅନୁମୋଦନ । ସାଧାରଣ ନିର୍ବାଚନ ଆଗକୁ ଥିବାରୁ ବଜେଟ୍ ରେ ବଡ ଘୋଷଣା କରିପାରେ ବିଜେଡି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା