- ୧୩ ଫୁଟ୍ ଲମ୍ବର ଓଜନଦାର କାଠ ଗରଗରା
() ମଙ୍ଗଳବାର ରଥ ଖଳାରେ ଗରଗରା କାର୍ଯ୍ୟ ଆରମ୍ଭ ହୋଇଛି । ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ୱାବଧାନରେ ତିନି ରଥ ପାଇଁ ୬ଟି ଗରଗରା କାଠ ରଖା ଯାଇଥିଲା । ବିଶ୍ୱକର୍ମାମାନେ ଧଉରା କାଠ ଗଣ୍ଡିକୁ ବାରିସୀରେ ହାଣି ଚଉପଟ ଆରମ୍ଭ କରିଛନ୍ତି । ତେବେ ପ୍ରତି ରଥରେ ଦୁଇ ଗୋଟି ଗରଗରା ଲାଗିଥାଏ । ଗରଗରା ଉପରେ ରଥର ଉପର ଅଂଶର ସମ୍ପୂର୍ଣ୍ଣ ଭାରା ରହିବ । ପ୍ରାୟ ୧୩ ଫୁଟ୍ ଲମ୍ବର ଓଜନଦାର କାଠ ଗରଗରା । ଚକ ଓ ଅଖ ଗୁଡିକ ବିଶ୍ୱକର୍ମାମାନେ ମାଚୁପ କରି ରଥର ମୂଳଦୂଆ ପ୍ରସ୍ତୁତ କରିବେ ।
“The eyes believe themselves, the ears believe other people.”
More Stories
2025ର 2ଟି ବଡ ଚନ୍ଦ୍ରଗ୍ରହଣ
ମହାକୁମ୍ଭ ମେଳାର ମହତ୍ତ୍ବ..
ଆଜିଠୁ ଆରମ୍ଭ ମହାକୁମ୍ଭ ମେଳା..