ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାଥମିକ ସମବାୟ ନିର୍ବାଚନ । ୬୪୩ ସମବାୟ ସମିତି ପାଇଁ ମତଦାନ ହେଉଥିବାବେଳେ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ଦ୍ୱିତୀୟ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ପାଇଁ ୩୦୧୨ ପ୍ରାଥମିକ ସମବାୟ ସମିତି ଧାର୍ଯ୍ୟ ହୋଇଥିଲା । ଏଥିରୁ ୨୩୬୯ ସମବାୟ ସିମିତି ସଦସ୍ୟମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଅବଶିଷ୍ଟ ୬୪୩ ସମବାୟ ସମିତି ପାଇଁ ମତଦାନ ହେଉଛି । ତେବେ ମୋଟ୍ ୩ ଲକ୍ଷ ୮୫ ହଜାର ୪୮ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍