ଅଧିବେଶନ ପୂର୍ବରୁ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଦିନ ୧୦ଟା ୩୦ ମିନିଟରେ ବୈଠକ ବସିବ । ଶୀତ ଅଧିବେଶନରେ ଶାସକ ଦଳ କେଉଁ କେଉଁ ପ୍ରସଙ୍ଗ ଉଠାଇବ ସେନେଇ ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଗୃହରେ ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ ତାହାକୁ ଆଲୋଚନା ମାଧ୍ୟମରେ ଗଠନମୂଳକ ଜବାବ ଦେବାପାଇଁ ରଣନୀତି ପ୍ରସ୍ତୁତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା