ଆଜି ବିଶ୍ୱ କର୍କଟ ଦିବସ । ବିଶ୍ୱରେ ସର୍ବାଧିକ ପ୍ରତି ୬ ଜଣରେ ଜଣେ କ୍ୟାନସରରେ ଆକ୍ରାନ୍ତ ହେଉଛନ୍ତି । ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଫେବ୍ରୁଆରୀ ୪ ତାରିଖରେ ପାଳିତ ହେଉଛି ବିଶ୍ୱ କ୍ୟାନସର ଦିବସ । ଲୋକଙ୍କୁ ସଠିକ ଭାବେ ସଚେତନ କରିବା ଆଜି ଦିନର ମୁଖ୍ୟ ଉଦ୍ଦେଶ୍ୟ । ଏହି ମାରାତ୍ମକ ରୋଗ ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି । ଲୋକମାନଙ୍କ ମଧ୍ୟରେ ଏହାକୁ ନେଇ ଅନେକ ଭୁଲ ଧାରଣା ରହିଛି । ଯାହାକୁ ଦୂରେଇ ସଚେତନ ହେବାର ଆବଶ୍ୟକତା ରହିଛି । ଏବେ ବିଶେଷକରି ରକ୍ତ, ମୁଖ ଗହ୍ୱର ଓ ଜରାୟୁ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେବେ ଓଡ଼ିଶାରେ କ୍ୟାନସର ଚିକିତ୍ସା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ