ଆଜି ଶ୍ରୀଜିଉଙ୍କ ରାଜରାଜେଶ୍ବେର ବେଶ ବା ସୁନାବେଶ । ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ମହାବାହୁ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ଗତକାଲି ଶୃଙ୍ଖଳିତ ଭାବେ ବାହୁଡ଼ା ନୀତି ସମ୍ପର୍ଣ୍ଣ ହୋଇଥିବା ବେଳେ ଏବେ ତିନି ରଥ ଶ୍ରୀମନ୍ଦିର ସମ୍ମୁଖରେ ବିରାଜମାନ । ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ହେବ ସୁନାବେଶ । ମହାପ୍ରଭୁଙ୍କ ସୁନାବେଶ ପାଇଁ ସକାଳୁ ଚାଲିଛି ସବୁ ନୀତିକାନ୍ତି । ମଙ୍ଗଳ ଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ବେଶ ଶେଷ, ଗୋପାଳ ବଲ୍ଳଭ, ସକାଳ ଧୂପ, ମଇଲମ, ମହାସ୍ନାନ ଓ ସର୍ବାଙ୍ଗ, ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ମେକାପ ସର୍ବାଙ୍ଗ ପରେ ଶ୍ରୀଜିଉମାନଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା