ଆମେରିକାରେ ଭୟଙ୍କର ଘୁର୍ଣ୍ଣିଝଡ । ଏହି ଘୁର୍ଣ୍ଣିଝଡରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା । ତେବେ ମୃତ୍ୟୁ ସଂଖ୍ୟା ଆହୁରୀ ବଢିବ ବୋଲି ଆଶଙ୍କା କରାଯାଉଛି । ଆମେରିକାର ପ୍ରାୟ ୯ ଟି ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । କ୍ଷୟକ୍ଷତିର ପରିମାଣ ଆକଳନ କରାଯାଇନଥଲେ ମଧ୍ୟ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଥିବା କୁହାଯାଉଛି । ଶୁକ୍ରବାର ଏବଂ ଶନିବାର ଦୁଇ ଦିନ ଏଭଳି ଭୟଙ୍କର ଝଡ ତୋଫାନ ହୋଇଛି । ଝଡ ସମୟରେ ୧୬୫ କିଲୋମିଟର ବେଗର ପବନ ବହିଥିଲା । ଯାହା ପ୍ରାୟ ୪୦ କିଲୋମିଟର ପର୍ଯ୍ୟନ୍ତ ପ୍ରଭାବିତ କରିଥିଲା ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍