ଜି-୨୦ ସମ୍ମିଳନୀରେ ଭାଗନେବେ ପ୍ରଧାନମନ୍ତ୍ରୀ । ଏନେଇ ଆସନ୍ତାକାଲି ଇଣ୍ଡୋନେସିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ନଭେମ୍ବର ୧୪ ତାରିଖରୁ ଇଣ୍ଡୋନେସିଆରେ ଆରମ୍ଭ ହେବାକୁ ଯାଉଛି ଜି-୨୦ ସମ୍ମିଳନୀ । ସେ ବାଲିରେ ଅନୁଷ୍ଠିତ ୧୭ ତମ ଜି-୨୦ ସମ୍ମିଳନୀରେ ଭାଗ ନେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ଜି-୨୦ ନେତାମାନଙ୍କ ମଧ୍ୟରେ ବାଣିଜ୍ୟ, ଅର୍ଥ ବ୍ୟବସ୍ଥା, ଶକ୍ତି, ପରିବେଶ, କୃଷି, ସ୍ୱାସ୍ଥ୍ୟ ଓ ଡିଜିଟାଲ ପରିବର୍ତ୍ତନ ସମେତ ଅନେକ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଜଣାପଡିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ