ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ । ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ ନେଇ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ଚିଠି ପଠାଯାଇଛି । ୨୧ତାରିଖ ସକାଳ ୯ଟା ୩୦ରେ ନିର୍ବାଚନ ହେବ । ଏ ନେଇ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି ଲେଖିଛନ୍ତି । ୨୦ ତାରିଖ ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ କରିବେ ସଦସ୍ୟ । ୨୧ ତାରିଖ ନିର୍ବାଚନ ହେବ । ଉପ ବାଚସ୍ପତି ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଖାଲିପଡ଼ିଛି ଏହି ପଦ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା