ଖରାକୁ ଦେଖି ଏପ୍ରିଲ ୧୬ ପରେ ପୁଣି ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ । ତାହା ସବୁ ବିଭାଗ ପାଇଁ ଲାଗୁ ହେବ । ରାଜ୍ୟ ସରକାର ଓ ରାଜସ୍ୱ ବିଭାଗ ଯାହା ନିଷ୍ପତ୍ତି ନେବ, ତାକୁ ସବୁ ବିଭାଗ କାର୍ଯ୍ୟକାରୀ କରିବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ସମ୍ବେଦନଶୀଳ ଘଟଣାରେ ସଠିକ ନିଷ୍ପତ୍ତି ନିଅନ୍ତି । ଜାପାନରୁ ଫେରି ଖରା ସମ୍ପର୍କରେ ସ୍ଥିତି ସମୀକ୍ଷା କରିଥିଲେ । ଏହାସହ ସ୍ୱାସ୍ଥ୍ୟ ଜନିତ କଥାକୁ ଦେଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେଲେ ।
ଖରାକୁ ଦେଖି ସ୍କୁଲ ଛୁଟି ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀଖରାକୁ ଦେଖି ଏପ୍ରିଲ ୧୬ ପରେ ପୁଣି ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ । ତାହା ସବୁ ବିଭାଗ ପାଇଁ ଲାଗୁ ହେବ । ରାଜ୍ୟ ସରକାର ଓ ରାଜସ୍ୱ ବିଭାଗ ଯାହା ନିଷ୍ପତ୍ତି ନେବ, ତାକୁ ସବୁ ବିଭାଗ କାର୍ଯ୍ୟକାରୀ କରିବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ସମ୍ବେଦନଶୀଳ ଘଟଣାରେ ସଠିକ ନିଷ୍ପତ୍ତି ନିଅନ୍ତି । ଜାପାନରୁ ଫେରି ଖରା ସମ୍ପର୍କରେ ସ୍ଥିତି ସମୀକ୍ଷା କରିଥିଲେ । ଏହାସହ ସ୍ୱାସ୍ଥ୍ୟ ଜନିତ କଥାକୁ ଦେଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେଲେ ।
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ