ଏହି ସବୁ ସୁଗୁଣରେ ଭରପୁର ହଳଦୀ

ଉଷୁମ ପାଣିରେ ଲେମ୍ବୁ ମିଶାଇ ପିଇବା ଦ୍ବାରା ଶରୀରର ଅତିରିକ୍ତ ଚର୍ବି କମ୍‌ ହୋଇଥାଏ ବୋଲି ଆମେ ସମେସ୍ତ ଜାଣନ୍ତି। ମାତ୍ର ଚର୍ବି ଖସାଇବାର ଏହା ଏକମାତ୍ର ଉପାୟ ନୁହେଁ। ଆହୁରି ବି ଅନେକ ଉପାୟ ରହିଛି।

: ହଳଦୀ ମସ୍ତିଷ୍କ ପାଇଁ ଲାଭଦାୟକ ହୋଇଥାଏ । ଯଦି ସକାଳୁ ଉଠି ଆପଣମାନେ ହଳଦୀ, ଲେମ୍ବୁ ଏବଂ ମହୁକୁ ଉଷୁମ ପାଣିରେ ମିଶାଇ ପିଉଛନ୍ତି, ତେବେ ଅପଣଙ୍କ ମସ୍ତିଷ୍କ ଶାନ୍ତ ଏବଂ ସକ୍ରିୟ ହୋଇ ଯାଇଥାଏ । ଯଦି ଆପଣଙ୍କର ସ୍ମରଣ ଶକ୍ତି ହ୍ରାସ ସମସ୍ୟା ରହିଛି, ତେବେ ଏହି ମିଶ୍ରଣକୁ ପିଇବା ଆରମ୍ଭ କରନ୍ତୁ ।

Image result for turmeric warm water

: ଏହି ମିଶ୍ରଣକୁ ପିଇବା ଦ୍ୱାରା ଯକୃତ ସୁସ୍ଥ ମଧ୍ୟ ରହିଥାଏ ।

: ନିୟମିତ ଭାବରେ ଏହି ମିଶ୍ରଣକୁ ସେବନ କରିବା ଦ୍ୱାରା ପେଟଜନିତ ସମସ୍ୟା ଦୂର ହେବା ସହ ପାଚନକ୍ରିୟା ସୁସ୍ଥ ରହିଥାଏ।

: ହଳଦୀରେ କର୍‌କ୍ୟୁରିନ୍‌ ନାମକ କେମିକାଲ ରହିଥାଏ, ଯାହା କର୍କଟ ରୋଗ ସୃଷ୍ଟିକାରୀ କୋଷିକାଗୁଡ଼ିକ ସହ ଲଢ଼ିଥାଏ ।

SHARE BY