The Topmost

“The eyes believe themselves, the ears believe other people.”

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ବଢ଼ିଲା ଅଡୁଆ

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ଲୁକଆଉଟ ସର୍କୁଲାର ଜାରି କଲା କମିଶନରେଟ ପୋଲିସ । କଲିକତା ଯାଇଥିବା ପୋଲିସ ଟିମ୍ ସୌରିନଙ୍କୁ ନପାଇ ଖାଲି ହାତରେ ଫେରିଲା । କଲିକତାର ତିନୋଟି ସ୍ଥାନରେ ସୌରିନଙ୍କୁ ଖୋଜିବାକୁ ପ୍ରୟାସ କରିଥିଲା ପୋଲିସ । ସୌରିନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ରହିଛି । ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ନାମଞ୍ଜୁର କରିଛନ୍ତି ।