କରଞ୍ଜିଆ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ । ୨୩ ଟିକିଆ ଝାଡ଼ଖଣ୍ଡି ହାତୀପଲ ଘର ଭାଙ୍ଗିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି । ସୂଚନା ଅନୁସାରେ ଦୁଧିଆଣି ରେଞ୍ଜ ଅଞ୍ଚଳରେ ୨୩ ଟିକିଆ ହାତୀପଲ, ଶିରମଣିପୁର ଗାଁ ଜଙ୍ଗଲରେ ୧୮ ଟିକିଆ ହାତୀପଲ ଏବଂ ତୁଳସୀପଶି ଗାଁ ନିକଟ ଜଙ୍ଗଲରେ ୫ ଟିକିଆ ହାତୀ ଥିବାର ବନବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଗତକାଲି ବିଳମ୍ବିତ ରାତିରେ ଜରାଡ଼ି ଗାଁରେ ଜଣକ ଘର ଭାଙ୍ଗିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି ହାତୀପଲ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି