ଆଜି କେନ୍ଦୁଝରରେ ଲେଖାହେବ ନୂଆ କାହାଣୀ । ଆରମ୍ଭ ହେବ ସମୃଦ୍ଧ ସ୍ବାସ୍ଥ୍ୟସେବାର ନୂଆ ଯୁଗ । ଉଦଘାଟିତ ହେବ ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ । କେନ୍ଦୁଝର ଯାଇ ଜିଲ୍ଲାବାସୀଙ୍କୁ ୪ହଜାର ୭ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟା ୧୫ରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଯାଇ ମଡିକାଲ କଲେଜର ଶୁଭ ଉଦଘାଟନ କରିବେ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ମେଡ଼ିକାଲ୍ କଲେଜ । ଏଥିରେ ପ୍ରଥମ ବର୍ଷରେ ୧୦୦ଟି MBBS ସିଟରେ ଆଡମିଶନ ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା