ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲା । କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇ ଝାରସୁଗୁଡା ବିମାନ ବନ୍ଦର ଥାନାରେ ସ୍ବରେଜ ଟ୍ୟାଙ୍କରେ ଚାଲିଛି ଖୋଳାଖୋଳି । ତେବେ ଅଭିଯୁକ୍ତ ସେହି ସ୍ବରେଜ ଟ୍ୟାଙ୍କରେ କଣ ପକାଇଛି ସେନେଇ ଚାଲିଛି ଛାନବିନ୍ । ସେପଟେ ନବକିଶୋର ଦାସଙ୍କୁ କାହିଁକି ମାରିଲା ଗୋପାଳ ଦାସ । ଅଭିଯୁକ୍ତଠୁ ହତ୍ୟାର ସତ ବାହାର କରିବାକୁ ମାରାଥନ ଜେରା କରୁଛି କ୍ରାଇମବ୍ରାଞ୍ଚ । ଗତକାଲିଠୁ ୪ଦିନିଆ ରିମାଣ୍ଡରେ ନେଇ ଛାନଭିନ ଆରମ୍ଭ କରିଛି ତଦନ୍ତକାରୀ ଟିମ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା