“The eyes believe themselves, the ears believe other people.”
“The eyes believe themselves, the ears believe other people.”
ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଚଳିତ ବର୍ଷ ବସିବାକୁ ଥିବା ଏହି ଶେଷ ଅଧିବେଶନର ମୋଟ୍ ୨୩ ଟି କାର୍ଯ୍ୟ ଦିବସ ରହିଛି ।
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ