ଓଡ଼ିଶା ସିଭିଲ ସଭିର୍ସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶା ଲୋକସେବା ଆୟୋଗ ବା OPSC ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜାନୁଆରୀ ୧୭ରୁ ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ । ଜାନୁଆରୀ ୧୭ରୁ ଆବେଦନ ଆରମ୍ଭ ହେଉଥିବାବେଳେ ଫେବୃଆରୀ ୧୬ ଆବେଦନର ଶେଷ ତାରିଖ ରହିଛି । ତେବେ ଆଶାୟୀ ଛାତ୍ରଛାତ୍ରୀ
http:/opsc.gov.inରେ କରିପାରିବେ ଆବେଦନ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍