ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ । ୨୪ଟି କାର୍ଯ୍ୟ ଦିବସ ଥିବା ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଦ୍ୟମ କରିଛନ୍ତି । ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବାକୁ ଥିବା ଏହି ବୈଠକରେ ସବୁ ଦଳର ସଦସ୍ୟମାନେ ଉପସ୍ଥିତ ରହି ଗୃହ ସୁପରିଚାଳନା ଉପରେ ଆଲୋଚନା କରିବେ । କରୋନା ମହାମାରୀ ଭୟ ଯାଇନଥିବାରୁ ଗୃହ ୫ ଘଣ୍ଟା ଚାଲିବ ନା ଫୁଲ୍ ଟାଇମ୍ ଚାଲିବ ତା ଉପରେ ଆଲୋଚନା କରାଯିବ । ତେବେ ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍