ପ୍ରକାଶ ପାଇଲା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ । ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ଏନ୍ଟିଏ ପକ୍ଷରୁ ହୋଇଥିଲା ଜେଇଇ ମେନ୍-୨୦୨୩ ପରୀକ୍ଷା । ପରୀକ୍ଷାର୍ଥୀମାନେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ । ଚଳିତବର୍ଷ ସମୁଦାୟ ୮.୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୧ ପରୀକ୍ଷା ଦେଇଥିବା ବେଳେ ୦.୪୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୨ ପରୀକ୍ଷା ଦେଇଥିଲେ । ଏନ୍ଟିଏ ଏହି ପ୍ରବେଶିକା ପରୀକ୍ଷା ଆରମ୍ଭ କରିବା ପରଠାରୁ ଏବର୍ଷ ସର୍ବାଧିକ ୯୫.୭୯ ପ୍ରତିଶତ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ପରୀକ୍ଷା ୱେବ୍ସାଇଟ୍ରେ ଜେଇଇ ମେନ୍ ୨୦୨୩ର ଉତ୍ତର ବି ପ୍ରକାଶ ପାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍