ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ଼ ଆଶ୍ବସ୍ତି । ଜେଲରୁ ମୁକୁଳିବା ପାଇଁ ବାଟ ଖୋଲିଛି । ତୋଷଖାନା ଦୁର୍ନୀତି ମାମଲାରେ ଇସଲାମାବାଦ ହାଇକୋର୍ଟ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଛନ୍ତି । ଏହାଦ୍ବାରା ତାଙ୍କୁ ଜାମିନରେ ମୁକୁଳାଇବାକୁ ଆଦେଶ ମିଳିଛି । ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏହି ମାମଲାରେ ୩ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ ନିମ୍ନ ଅଦାଲତ । ବୁଧବାର କୋର୍ଟରେ ହାଜର ହୋଇଥାନ୍ତେ ଇମ୍ରାନ । ତୋଷଖାନ ମାମଲାରେ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡ ସହ ୫ ବର୍ଷ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ