ଦୁବାଇରେ ଅନୁଷ୍ଠିତ COP28 ସମ୍ମିଳନୀରେ ଯୋଗ ଦେଇ ‘ଟୁ ଷ୍ଟେଟ’ ଥିଓରୀ ଉପରେ ଫୋକସ କରିଛନ୍ତି ପ୍ରଧାନମନ୍ତ୍ରୀ । ବୈଠକରେ ଯୋଗ ଦେଇ ଜଳବାୟୁ ଉପରେ ବିଶ୍ୱସ୍ତରୀୟ ନେତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ସେ ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ୍ ହେର୍ଜୋଗଙ୍କୁ ଭେଟିବା ସମୟରେ ‘ଟୁ ଷ୍ଟେଟ’ ଥିଓରି ଉପରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି। ହାମାସ ସହିତ ଯୁଦ୍ଧ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ୍ ହେର୍ଜୋଗଙ୍କୁ ଭେଟିଛନ୍ତି । ଜଳବାୟୁ ପରିବର୍ତ୍ତନ ଉପରେ ଆୟୋଜିତ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଦୁବାଇରେ ପହଞ୍ଚିଥିଲେ। ସେ ଏହି ବୈଠକରେ ଟୁ ଷ୍ଟେଟ ଥିଓରି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ଅସ୍ତ୍ରବିରତି ଉଲ୍ଲଂଘନ ବିଷୟରେ ଉଲ୍ଲେଖ କରିନାହାଁନ୍ତି କିନ୍ତୁ ଗାଜାକୁ ନିରନ୍ତର ମାନବିକ ସହାୟତା ପଠାଇବାକୁ ନିବେଦନ କରିଛନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ