ନୂଆ ଟ୍ୱିଟର ନୀତି ଘୋଷଣା କଲେ ଏଲନ୍ ମସ୍କ । ନକରାତ୍ମକ ଓ ଘୃଣା ସୃଷ୍ଟି କଲା ଭଳି ଟ୍ୱିଟ୍ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଏପରି କଲେ ଡିବୁଷ୍ଟ କରିବା ସହ ଡିମୋନେଟାଇଜ୍ କରାଯିବ । ଫଳରେ ସେମାନଙ୍କ ଟ୍ୱିଟରରେ କୌଣସି ବିଜ୍ଞାପନ କିମ୍ବା ରେଭିନ୍ୟୁ ଉପଲବ୍ଧ ହେବ ନାହିଁ । ନିଜେ ଏଲନ୍ ମସ୍କ ଟ୍ୱିଟ୍ କରି ଏ ନେଇ ସୂଚନା ଦେଇଛନ୍ତି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ