ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱ କପ୍ ଲାଗି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍