ଦଶହରା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଉପହାର । ୪ ଲକ୍ଷ ୫୦ ହଜାର ସରକାରୀ କର୍ମଚାରୀଙ୍କୁ ଉପହାର । କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ଚାରି ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି । ଭତ୍ତା ବୃଦ୍ଧି ପରେ କର୍ମଚାରୀଙ୍କ ଡିଏ ୪୨ ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ଜୁଲାଇ ୧ରୁ ପିଛିଲା ଭାବେ ଲାଗୁ ହେବ ବର୍ଦ୍ଧିତ DA । ଏହାର ଅର୍ଥ ହେଉଛି ନଭେମ୍ବରରେ ବର୍ଦ୍ଧିତ ଦରମା ସହିତ କେନ୍ଦ୍ରୀୟ କର୍ମଚାରୀମାନେ ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ଚାରିମାସ ବକେୟା ଟଙ୍କା ପାଇବେ। ପେନସନଭୋଗୀଙ୍କୁ ମଧ୍ୟ ମିଳିବ ଡିୟରନେସ୍ ରିଲିଫ । ଉପକୃତ ହେବେ ୩ ଲକ୍ଷ ୫୦ ହଜାର ପେନସନଭୋଗୀ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା