ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୮, ୯୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ