ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ ନୂଆ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।
ଲୋକସେବା ଭବନର କନଭେନସନ ସେଣ୍ଟରରେ ଶପଥ ନେଇଛନ୍ତି ୩ ମନ୍ତ୍ରୀ । ମନ୍ତ୍ରୀଙ୍କ ଶପଥପାଠ କରାଇଛନ୍ତି ପ୍ରଫେସର ଗଣେଶୀ ଲାଲ୍ ।
ଶପଥଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ନୂଆ ବାଚସ୍ପତି କିଏ ହେବେ ସେ ନେଇ କିଛି ସୂଚନା ମିଳିନି ।
ନିକଟରେ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ସେହିପରି ସମୀର ରଞ୍ଜନ ଦାସ ଓ ଶ୍ରୀକାନ୍ତ ସାହୁ ମଧ୍ୟ ମନ୍ତ୍ରୀପଦ ଛାଡ଼ିଥିଲେ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା