ମୋଦୀ ବିରୋଧୀଙ୍କୁ ଏକାଠି କରିବାକୁ ଜେଡିୟୁ ମୁଖ୍ୟଙ୍କ ଜୋରଦାର ପ୍ରୟାସ । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମିଶନ ୨୦୨୪ । ବିରୋଧୀ ଏକତା ଓ ଆଗାମୀ ୨୦୨୪ ନିର୍ବାଚନ ପାଇଁ ନୂଆ ରଣନୀତି ଲକ୍ଷ୍ୟ ନେଇ ଦିଲ୍ଲୀରେ ନୀତିଶ କୁମାର । କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ସିପିଆଇଏମ ନେତା ସୀତରାମ ୟେଚୁରିଙ୍କୁ ନୀତିଶ ଭେଟିଛନ୍ତି । ଏଥିସହ ଏନସିପି ନେତା ଶରଦ ପାୱାରଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି । ଏହାସହ ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ମଧ୍ୟ ଭେଟିବେ ନୀତିଶ । କେବଳ ସେତିକି ନୁହେଁ ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ମଧ୍ୟ ଭେଟିବେ ନୀତିଶ ।
“The eyes believe themselves, the ears believe other people.”
More Stories
ଶ୍ରବଣ ଓ ବାକ୍ ଶକ୍ତିର ଅସୁବିଧା ପାଇଁ ଗୋଟିଏ ସମାଧାନ
ସୋନିଆ ଓ ରାହୁଲଙ୍କ ସମ୍ପତ୍ତି ଜବତ କଲା ଇଡି
ଯୌନଶକ୍ତି ବୃଦ୍ଧି ପାଇଁ ଖାଉଛନ୍ତି କି ଭାଏଗ୍ରା, ସାଇଡଇଫେକ୍ଟ ଶୁଣିଲେ ଆସିବ ହାର୍ଟ ଆଟାକ୍