ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ଫେବ୍ରୁୟାରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ମାଟ୍ରିକ୍ ପରୀକ୍ଷା ପାଇଁ ଅକ୍ଟୋବର ମାସରୁ ଫର୍ମ ଫିଲଅପ୍ ଆରମ୍ଭ ହେବ । ମାଟ୍ରିକ୍ ପରୀକ୍ଷା ପରେ ମାର୍ଚ୍ଚ ୧୨ରୁ ଖାତା ଦେଖା ଆରମ୍ଭ ହେବ । ଚଳିତ ବର୍ଷ ଏକା ସାଙ୍ଗରେ ଅନୁଷ୍ଠିତ ହେବ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍