ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପେଦଷ୍ଟା କମିଟି ବୈଠକରେ ଆଲୋଚନା ଶେଷ । ଏନେଇ ଖୁବଶୀଘ୍ର ବାଚସ୍ପତିଙ୍କୁ ଉପଦେଷ୍ଟା କମିଟିର ରିପୋର୍ଟ ଦିଆଯିବ । ଏହାପରେ ଚୂଡାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଏହାପୂର୍ବରୁ ବିଧାନସଭା ଅଧିବେଶନରେ ବିଧାୟକଙ୍କ ଦରମା ବୃଦ୍ଧି ନେଇ ସର୍ବସମ୍ମତ ମତ ପ୍ରକାଶ ପାଇଥିଲା । ଯାହାକୁ ଆଧାର କରି ଉପଦେଷ୍ଟା କମିଟି ଏ ବାବଦରେ ଆଲୋଚନା କରିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା