ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ଗିରଫ କରିଛି ଇଡି । ତାଙ୍କ ବିରୋଧରେ ମନି ଲଣ୍ଡରିଂର ପ୍ରମାଣ ମିଳିବା ପରେ ବାନ୍ଧିଛି ଇଡି। ଉଭୟ ଅର୍ଚ୍ଚନା ନାଗ ଓ ସ୍ବାମୀ ଜଗବନ୍ଧୁଙ୍କ ଆମ୍ନାସାମ୍ନା କରି ଜେରା ବେଳେ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାସଲ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଡି । ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରିବାର ଯୋଜନା କରିଛି ଇଡି । ଆଜି ଜଗବନ୍ଧୁଙ୍କ ରିମାଣ୍ଡ ସରିବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ପୂର୍ବରୁ ଇଡି ଅର୍ଚ୍ଚନା ନାଗ ଓ ଖଗେଶ୍ବର ପାତ୍ରଙ୍କୁ ଗିରଫ କରିଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା