ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ବିଜେଡିରେ ବିଧିବଦ୍ଧଭାବେ ସାମିଲ ହେଲେ ଭି.କେ. ପାଣ୍ଡିଆନ । ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବିଜେଡିରେ ଯୋଗଦେଲେ ଭି.କେ.ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ଏକାନ୍ତ ଅନୁଗତ ଥିଲେ । 5T ସଚିବ ଭାବେ ବେଶ ଖ୍ୟାତି ଅର୍ଜନ କରିଥିବା ବେଳେ ନବୀନ ନିବାସରେ ବହୁ ବରିଷ୍ଠ ନେତା ତାଙ୍କୁ ସ୍ବାଗତ କରିଛନ୍ତି । ବିଜେଡିରେ ସାମିଲ ହେବା ପରେ ନବୀନ ନିବାସରୁ ଶଙ୍ଖ ଭବନକୁ ଯିବେ ସେଠାରେ ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯିବ । ଏହାପରେ ଶଙ୍ଖ ଭବନରୁ ତାରାତାରିଣୀ ମନ୍ଦିର ଯାଇ ମା’ଙ୍କ ଆଶୀର୍ବାଦ ନେବେ ବୋଲି ସୂଚନା ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା