୨୦୪୭ ସୁଦ୍ଧା ଦେଶ ହେବ ସିକଲ ସେଲ ମୁକ୍ତ । ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା । ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର ପରୀକ୍ଷା କରିବେ । ୨୫ ବର୍ଷ ବୟସ୍କ ପିଲାଙ୍କ ହେବ ସିକିଲ ସେଲ ପରୀକ୍ଷା । ଏହି ରୋଗ ଯେପରି ଆଗାମୀ ପିଢ଼ିକୁ ନ ବ୍ୟାପେ, ସେଥିପାଇଁ ମ୍ୟାଚ ମେକିଙ୍ଗ କରାଯିବ । ସିକଲ ସେଲ ଥିବା ଲୋକଙ୍କୁ ଜାରି ହେବ କାର୍ଡ । ଯେବେ ସେମାନଙ୍କ ବିବାହ ପ୍ରସ୍ତାବ ପଡିବ, ଆଗ ଏହି କାର୍ଡକୁ ମ୍ୟାଚ କରାଯିବ । ଯଦି ଉଭୟଙ୍କ ସିକଲ ସେଲ ରୋଗ ଥିବ ତେବେ ବିବାହ ନ କରିବାକୁ ପରାମର୍ଶ ଦିଆଯିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍