The Topmost

“The eyes believe themselves, the ears believe other people.”

ଭାରତକୁ ଆସିବ ୧୦୦ରୁ ଉର୍ଦ୍ଧ୍ବ ଚିତା

ଦକ୍ଷିଣ ଆଫ୍ରିକାରୁ ଭାରତକୁ ଆସିବ ୧୦୦ରୁ ଅଧିକ ଚିତା ବାଘ । ଏଥିପାଇଁ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଛି । ଗୁରୁବାର ଦକ୍ଷିଣ ଆଫ୍ରିକା ଏହା କହିଛି । ଦକ୍ଷିଣ ଆଫ୍ରିକାର ପରିବେଶ ମନ୍ତ୍ରାଳୟ କହିଛି, ଚିତା ସଂଖ୍ୟା ବୃଦ୍ଧି ନିମନ୍ତେ ଆଗାମୀ ୮ରୁ ୧୦ ବର୍ଷ ଧରି ବାର୍ଷିକ ୧୨ଟି ଚିତା ପଠାଯିବା ଲାଗି ଯୋଜନା କରାଯାଇଛି । ଏହି ପର୍ଯ୍ୟାୟରେ ଆସନ୍ତା ମାସରେ ୧୨ଟି ଚିତା ବିମାନ ଯୋଗେ ଭାରତକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ରହିଛି । 

SHARE BY