ସରିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି । ମଇଦାନରେ ଲଢିବେ ୧୦ ପ୍ରାର୍ଥୀ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ପ୍ରେସମିଟ କରି ସୂଚନା ଦେଇଛନ୍ତି । ଉପନିର୍ବାଚନ ପାଇଁ ମୋଟ ୧୩ ଜଣ ନାମାଙ୍କନ କରିଥିବାବେଳେ ଯାଞ୍ଚ ବେଳେ ୨ ଜଣଙ୍କ ନାକଚ ହୋଇଥିଲା । ତେବେ ଆଜି ଜଣେ ପ୍ରାର୍ଥୀ ପ୍ରତ୍ୟାହାର କରିଛନ୍ତି । ସକାଳ ୭ ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମତଦାନ କରିବେ ଭୋଟର । ୮୦ ବର୍ଷରୁ ଉର୍ଦ୍ଧ୍ବ ଓ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ପୋଷ୍ଟାଲ ବାଲଟ କରାଯାଇଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି