କୋଣାର୍କ: ମାର୍ଚ୍ଚ୦୮: ଆନ୍ତର୍ଯାତୀୟ ମହିଳା ଦିବସ ଉପଲକ୍ଷେ ସରକାରଙ୍କ ତରଫରୁ ବହୁ ବ୍ୟବସ୍ଥା କରାଯାଇଥାଏ । ତେବେ ଏ ନେଇ ଓଡିଶା ସରକାର ମଧ୍ୟ ପଛରେ ନାହାନ୍ତି । ମାର୍ଚ୍ଚ ୮ ମହିଳା ଦିବସ ଅବସରରେ ମଙ୍ଗଳବାର ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ହୋଇଛି । ଏନେଇ ସଂରକ୍ଷଣ ଅଧିକାରୀ ନୀରଜ ସିଂହ ସୂଚନା ଦେଇଛନ୍ତି । ସକାଳ ୬ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟକ ବିନା ଶୁଳ୍କରେ ମନ୍ଦିର ଭିତରକୁ ପ୍ରବେଶ କରି ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିପାରିବେ ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍