() ରାଜ୍ୟବାସୀଙ୍କୁ ରଜ ଉପଲକ୍ଷେ ଭେଟି….ବର୍ଷାରେ ଭିଜିବ ସାରା ଓଡ଼ିଶା । ଆଜି କିମ୍ବା ଆସନ୍ତାକାଲି ସୁଦ୍ଧା ରାଜ୍ୟର କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ ବାୟୁ । ଆସନ୍ତା କାଲି ସୁଦ୍ଧା ଓଡ଼ିଶାର କିଛି ଅଞ୍ଚଳକୁ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତାକାଲିଠାରୁ ବର୍ଷା ବଢିବାର ସମ୍ଭାବନା ରହି ଥିବାବେଳଳେ ଆଜି ମୌସୁମୀ ପ୍ରଭାବରେ ଗଞ୍ଜାମ, ନୟାଗଡ଼ ଆଦି ଜିଲ୍ଲାରେ ବର୍ଷା ହୋଇପାରେ । ୧୬ ତାରିଖ ସକାଳ ସୁଦ୍ଧା ଦକ୍ଷିଣ ଓଡିଶାର ବିଭିନ୍ନ ଅଞ୍ଚଳ ମୌସୁମୀ ବର୍ଷାରେ ଭିଜିବ । ଏହାପରେ ସମଗ୍ର ଓଡିଶାରେ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ହେବ ।
https://thetopmost.in/fan-celebrate-ranvir-alia-marrige-in-different-style/
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା