ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସବୁ ବେଳେ ନିଜ ବିସ୍ଫାରକ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ଟ୍ରମ୍ପ ପୁଣିଥରେ ଶାସନ କ୍ଷମତାକୁ ଆସିବା ପାଇଁ ମନବଳାଇଛନ୍ତି । ଏଥିପାଇଁ ୨୦୨୪ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦତା କରିବେ । ଏନେଇ ସରକାରୀ ଭାବେ ଘୋଷଣା କରାଯାଇଛି। ଏଥିସହ ରାଷ୍ଟ୍ରପତି ଲାଗି ବିଡ୍ ଦାଖଲ କରିଛନ୍ତି ଟ୍ରମ୍ପ । ଆସନ୍ତା ୨୦୨୪ରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହାକୁ ମିଶାଇ ସେ ତୃତୀୟ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନ ଲଢୁଛନ୍ତି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ