ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏ ++ ମାନ୍ୟତା । ନାକ୍ ଟିମର ପରିଦର୍ଶନ ପରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି । କିଛି ଦିନ ତଳେ ୫ ଜଣିଆ ଟିମ୍ ଅନୁଧ୍ୟାନ କରିଥିଲେ । ରେଭେନ୍ସା କ୍ୟାମ୍ପସର ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ସହ କ୍ୟାମ୍ପସର ଶୈଖିକ ବାତାବରଣ, କ୍ୟାମ୍ପସର ଏକାଡେମିକ୍ ରେକର୍ଡକୁ ଅନୁଧ୍ୟାନ କରି ଏ ପ୍ଲସ ପ୍ଲସ ମାନ୍ୟତା ମିଳିଥିବା କହିଛନ୍ତି ରେଭେନ୍ସା କର୍ତ୍ତୃପକ୍ଷ । ପ୍ରଥମ ଥର ପାଇଁ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏଭଳି ମାନ୍ୟତା ମିଳିଥିବା କହିଛନ୍ତି ରେଜିଷ୍ଟାର ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା