ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ ରହିବ । ମହାପ୍ରଭୁଙ୍କର ଏହା ଗୁପ୍ତନୀତି ହୋଇଥିବାରୁ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା