ସାଧାରଣ ଲୋକଙ୍କୁ ଆରବିଆଇ ଝଟ୍କା । ସବୁ ପ୍ରକାର ଲୋନ୍ ହେବ ମହଙ୍ଗା । ଆରବିଆଇ ରେପୋ ରେଟ୍ ୦.୩୫ ପ୍ରତିଶତ ବୃଦ୍ଧି । ମନିଟାରୀ ପଲିସି ବୈଠକ ପରେ ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଏବେ ରେପୋ ରେଟ୍ ୫.୯୦ରୁ ବଢ଼ି ୬.୨୫ ପ୍ରତିଶତ ହୋଇଛି । ହୋମ୍ ଲୋନ୍ ସହ ସବୁ ପ୍ରକାର ଋଣ ଏବେ ହେବ ମହଙ୍ଗା । ବିଶ୍ବ ଅର୍ଥନୈତିକ ଚିନ୍ତାଧାରା ମଧ୍ୟରେ ମୁଦ୍ରାସ୍ଫୀତିର ମୁକାବିଲା ପାଇଁ ଆରବିଆଇ ରେପୋ ହାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି । ମୁଦ୍ରା ନୀତି କମିଟି ବୈଠକରେ ମୂଲ୍ୟାଙ୍କନକୁ ଆଧାର କରି ଏହି ନିଷ୍ପତ୍ତି ନେଇଛନ୍ତି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ