ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଚଳିତ ବର୍ଷ ୮୭.୩୩ ପ୍ରତିଶତ ରହିଛି ପାସ୍ ହାର । ଗତବର୍ଷ ୯୨.୭୧ ପ୍ରତିଶତ ଥିଲା ପାସ୍ ହାର । cbse.gov.in, results.cbse.nic.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ୧୬ ଲକ୍ଷ ୯୬ ହଜାର ୭୭୦ ଛାତ୍ରଛାତ୍ରୀ ଦେଇଥିଲେ ଯୁକ୍ତଦୁଇ ପରୀକ୍ଷା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍