ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ବିରୋଧରେ NBW ଜାରି । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି । ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ । ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍