ହିମାଚଳ ପ୍ରଦେଶରେ ପୁଣି ଭୂମିକମ୍ପ । କୁଲ୍ଲୁ ଏବଂ ମଣ୍ଡୀ ଜିଲ୍ଳାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ରେକର୍ଡ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ମଣ୍ଡୀରୁ ୨୭ କିଲୋମିଟର ଉତ୍ତର ପଶ୍ଚିମରେ ରହିଥିଲା । ଭୂମିକମ୍ପ ପରେ ଲୋକେ ନିଜ ନିଜ ଘରୁ ବାହାରକୁ ବାହାରି ଆସିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରିନାହିଁ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍