ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ । ଅନ୍ତର୍ଜାତୀୟ ସ୍ତରରେ ଆଇଟି କମ୍ପାନୀରେ ଭାରତୀୟ ବଂଶୋଦ୍ଭବଙ୍କ ଦବଦବା ରହିଛି । ଏହାରି ଭିତରେ ନିଲ ମୋହନ ମଧ୍ୟ ସାମିଲ ହୋଇଛନ୍ତି । ଷ୍ଟାନଫୋର୍ଡ ୟୁନିଭରସିଟିରୁ ନୀଲ ମୋହନ ପାଠ ପଢିଛନ୍ତି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ