ଆଜି କ୍ୟାବିନେଟ ବୈଠକ । ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ସୂଚନା ମୁତାବକ ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ । ତେବେ କ୍ୟାବିନେଟ ବୈଠକ ପୂର୍ବରୁ ମନ୍ତ୍ରୀ ପରିଷଦ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ ।
More Stories
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ
ସୁଭଦ୍ରା ପୋର୍ଟାଲରେ ବାହାରିଲା ଅଯୋଗ୍ୟ ଲିଷ୍ଟ, କିଏ ଦେଇଛି ବାଦ୍
ବାତ୍ୟା ବାଲେଶ୍ବରରେ କରିପାରେ ଲ୍ୟାଣ୍ଡଫଲ୍, ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା