ସରିଲା ରାଜ୍ୟ କ୍ୟାବିନେଟ୍ର ବୈଠକ । ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ର ଏହି ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ବିଧାନସଭାରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ମିଳିଥିବା ତଥ୍ୟ ଅନୁସାରେ ୨୦୨୨ ଆଇଟି ପଲିସିକୁ କ୍ୟାବିନେଟର ମୋହର ଲାଗିଛି । ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଓ ପୁଞ୍ଜିନିବେଶର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏହାସହିତ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ୯.୬୮ ଏକର ଜମି ଖୋର୍ଦ୍ଧା ବରୁଣେଇ ଠାରେ ଜମି ଯୋଗାଇ ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା