ଦେଶରେ ଉପରମୁହାଁ କରୋନା ଗ୍ରାଫ୍ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ହଜାର ପାର୍ କରିଛି ଦୈନିକ ସଂକ୍ରମଣ । ଦିନକରେ ମୋଟ୍ ୧୭୦୭୩ ଟି ନୂଆ ମାମଲା ସାମ୍ନାକୁ ଆସିଛି । ତେବେ କରୋନାର ଏହି ବର୍ଦ୍ଧିତ ସଂକ୍ରମଣ ଯୋଗୁଁ ଦେଶବାସୀଙ୍କ ଚିନ୍ତା ବଢିଛି । ତେବେ ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେପଟେ ୯୪୪୨୦ ଟି ସକ୍ରିୟ ମାମଲା ରହି ଥିବାବେଳେ ପ୍ରାୟ ୪ କୋଟି ୨୭ ଲକ୍ଷ ୮୭ ହଜାର ୬୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ସେପଟେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁ ନଥିବାବେଳେ ୫୨୫୦୨୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ