ରାଜ୍ୟରେ ଆଜିଠୁ ପୁଣି ବଢିବ ଶୀତ । ଖସିବ ରାତି ତାପମାତ୍ରା । ଗତ କିଛି ଦିନ ଧରି ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବା ବେଳେ ରାତିରେ ଶୀତର ପ୍ରକୋପ ମଧ୍ୟ ଜାରି ରହିଛି । ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ଜି. ଉଦରଗିରିରେ ୭ ଦଶମିକ ୬ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଆଜି ରାତିରୁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ ହେବ । ୨ ଦିନରେ ରାତି ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଫଳରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୁତ ହେବା ସହ ଅନ୍ୟ କିଛି ଅଂଚଳରେ ହାଲୁକା ଶୀତ ଅନୁଭୁତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା